www.samajalive.in
Saturday, December 6, 2025
26.1 C
Bhubaneswar

ଅଯୋଧ୍ୟାରେ ପହଂଚିଲେ ସିରିଏଲର ରାମ ଓ ସୀତା

ଡେସ୍କ: ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ତାରିଖ ପାଖେଇ ଆସୁଥିବାର ଜଣଙ୍କ ପରେ ଜଣେ ଅତିଥି ଅଯୋଧ୍ୟାରେ ପହଂଚୁଛନ୍ତି। ବିଭିନ୍ନ ପ୍ରାନ୍ତରୁ ସାଧୁ ସନ୍ଥ ଓ ଶ୍ରଦ୍ଧାଳୁ ମାନେ ଅଯୋଧ୍ୟା ଆସୁଥିବା ବେଳେ ରାମାୟଣ ସିରିଏଲରେ ରାମ, ଲକ୍ଷବଚ୍ଚ ଓ ସୀତା ଭୂମିକାରେ ଅଭିନୟ କରିଥିବା କଳାକାର ମଧ୍ୟ ପହଂଚି ସାରିଛନ୍ତି। ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ, ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିୟା ଓ ଲକ୍ଷବଚ୍ଚ ଭୂମିକାରେ ଅଭିନୟ କରିଥିବା ସୁନୀଲ ଲହରି ଅଯୋଧ୍ୟାରେ ପହଂଚିବା ପରେ ଲୋକମାନେ ତାଙ୍କ ପାଦ ଛୁଇଁ ପ୍ରଣାମ କରିଥିଲେ। ଏହି ମନ୍ଦିର ସାରା ବିଶ୍ୱକୁ ପ୍ରେରଣା ଦେବ। କୋଟଇ କୋଟି ହିନ୍ଦୁଙ୍କ ଆସ୍ଥାର କେନ୍ଦ୍ର ପାଲଟିବ ବୋଲି ଅଭିନେତା ମାନେ କହିଛନ୍ତି।

 

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories