www.samajalive.in
Monday, December 8, 2025
24.1 C
Bhubaneswar

ଫାଶୀ ଲଗାଇ ଯୁବକଙ୍କ ଆତ୍ମହତ୍ୟା

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ଡିଆନାଳି ଗାଁରେ ଅଭାବନୀୟ ଘଟଣା ଘଟିଛି । ବୁଧବାର ସକାଳୁ ଜଣେ ଯୁବକ ଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି।‌ ମୃତ ଯୁବକ ଜଣକ ହେମନ୍ତ ମହାନ୍ତ ବୋଲି ଜଣାପଡିଛି। ସୂଚନା ମୂତାବକ ହେମନ୍ତ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ବିଳମ୍ବିତ ରାତିରେ ଘର ଠାରୁ ଶହେ ମିଟର ଦୂରରେ ଥିବା ଏକ ସିମାରୁଆ ଚାକୁଣ୍ଡା ଗଛରେ ରଶିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ବୁଧବାର ସକାଳୁ ପରିବାର ଲୋକ ଦେଖିବା ପରେ ପାଟଣା ପୋଲିସକୁ ଖବର ଦେଇଥିଲେ। ପରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Hot this week

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

Related Articles

Popular Categories