www.samajalive.in
Friday, December 12, 2025
23.1 C
Bhubaneswar

ମିଳିତ ଏସଆଇଟି କରିବ ପଶ୍ଚିମବଙ୍ଗରେ ଇଡି ଉପରେ ଆକ୍ରମଣ ଘଟଣାର ଯାଞ୍ଚ

ଡେସ୍କ: ଆଜି କଲିକତା ହାଇକୋର୍ଟ ଜାନୁୟାରୀ ୫ ତାରିଖ ଦିନ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲ୍ଲାର ସାଣ୍ଡେଶଖାଲିରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣର ଯାଞ୍ଚ ପାଇଁ ସିବିଆଇ-ପଶ୍ଚିମବଙ୍ଗ ପୁଲିସର ମିଳିତ ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ ଗଠନ କରିଛି।

ଆକ୍ରମଣ ପରେ ଇରାନ ରାଷ୍ଟ୍ରଦୂତଙ୍କୁ ବହିଷ୍କାର କଲା ପାକିସ୍ତାନ

- Advertisement -

ଆଜି ହାଇକୋର୍ଟର ବିଚାରପତି ଜଷ୍ଟିସ ଆନନ୍ଦ ସେନଗୁପ୍ତା ଏସଆଇଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ ଭାବେ କଲିକତା ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ କରାଯିବ। ଆସନ୍ତାକାଲି ସୁଦ୍ଧା ମାମଲା ସମ୍ବନ୍ଧୀୟ ସମସ୍ତ ଦଲିଲକୁ ଏସଆଇଟିକୁ ହସ୍ତାନ୍ତର କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଫେବୃଆରୀ ୧୨ରେ ଏସଆଇଟି ରିପୋର୍ଟ ଦାଖଲ କରିବ।

ମୋଦୀ ସରକାରଙ୍କ ନୀତି ସହଯୋଗୀ ଦେଶକୁ ଲାଭ ଦେଇଛି – ଆମେରିକା

ଇଡିର ଏକ ଟିମ୍ ସ୍ଥାନୀୟ ନେତା ସାହଜାହାନ୍ ଶେଖଙ୍କ ଅନୁଗାମୀ ତଥା ଶାସକ ତୃଣମୂଳ କଂଗ୍ରେସର ଜିଲା ପରିଷଦର କର୍ମାଧ୍ୟକ୍ଷ୍ୟଙ୍କ ଦ୍ୱାରା ଆକ୍ରମଣର ଶିକାର ହୋଇଥିଲେ। ତେବେ ସାହାଜାହାନ ଶେଖଙ୍କୁ ପୁଲିସ ଏପର୍ଯ୍ୟନ୍ତ ଗିରଫ କରିବାରେ ସଫଳ ହୋଇନାହିଁ।

Hot this week

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

Related Articles

Popular Categories