www.samajalive.in
Friday, December 12, 2025
19.1 C
Bhubaneswar

ଆଠଗଡ଼ କଲେଜରେ ସାହିତ୍ୟ ପ୍ରତିଯୋଗିତା ଉଦ୍‌‌ଘାଟିତ

ଆଠଗଡ଼: ଆଠଗଡ଼ର ସର୍ବପୁରାତନ ଗୋପବନ୍ଧୁ ବିଜ୍ଞାନ କଲେଜରେ ‘ବିଶ୍ୱ ଓଡିଆ ଭାଷା ସମ୍ମିଳନୀ’ ଆୟୋଜନ ଏବଂ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ନୂଆ-ଓ ଯୋଜନାରେ ସାହିତ୍ୟ ପ୍ରତିଯୋଗିତା ମଙ୍ଗଳବାର ଉଦ୍‌‌ଘାଟିତ ହୋଇଯାଇଛି। କଲେଜର ଅଧ୍ୟକ୍ଷ ଡଃ ଲୋକନାଥ ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ସାରସ୍ୱତ ସାଧକ ଡଃ ନାରାୟଣ ପଣ୍ଡା, ସମ୍ମାନିତ ଅତିଥି ଭାବେ କଲେଜ ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ ଡଃ ପ୍ରତାପ କେଶରୀ ଖାଟୋଇ ଓ ଅଧ୍ୟାପକ ଡଃ ଗୌତମ ବୁଦ୍ଧ ସୀତାରାମ ଯୋଗ ଦେଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡିଆ ବକ୍ତୃତା, ହସ୍ତାକ୍ଷର ଗଳ୍ପ ଲିଖନ, କବିତା ଲିଖନ, ସାହିତ୍ୟ ପାଠଚକ୍ର ସହିତ ଭଜନ ଓ ପିଠା ପ୍ରସ୍ତୁତି ପ୍ରତିଯୋଗିତାମାନ ଆୟୋଜନ ଆରମ୍ଭ ହୋଇଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories