www.samajalive.in
Friday, December 12, 2025
16.1 C
Bhubaneswar

ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ଚକ୍ଷୁ ଚିକିତ୍ସା ଶିବିର

ଗୋପାଳପୁର: ରଙ୍ଗେଇଲୁଣ୍ଡା ବ୍ଳକ ଅନ୍ତର୍ଗତ କନିଷି ଗ୍ରାମର ରଘୁନାଥ ମନ୍ଦିର ପରିସରରେ ଟାଟା ଷ୍ଟିଲ ଫାଉଣ୍ଡେସନ ଗୋପାଳପୁର ୟୁନିଟ ଆନୁକୁଲ୍ୟରେ ଏକ ମାଗଣା ପରଳ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ କନିଷି ଗ୍ରାମର ୧୦୦ରୁ ଉର୍ଦ୍ଧ୍ବ ମହିଳା, ବୃଦ୍ଧ, ଗ୍ରାମବାସୀଙ୍କ ଆଖି ସ୍କ୍ରିନ ଟେଷ୍ଟ କରାଯାଇଥିଲା। ୨୫ ଜଣ ପାଖାପାଖି ପରଳ ବା ମୋତିଆବିନ୍ଦୁ ଅସ୍ତ୍ରୋପଚାର ନିମନ୍ତେ ଚିହ୍ନଟ କରାଯାଇଥିଲା। ସେଥି ମଧ୍ୟରୁ ଆଜି ଗ୍ରାମର ୧୦ ଜଣ ଅସ୍ତ୍ରୋପଚାର ନିମନ୍ତେ ଶଙ୍କର ଚକ୍ଷୁ ଚିକିତ୍ସାଳୟକୁ ଯାଇଥିବା ବେଳେ ଅନ୍ୟ ମାନେ ପର୍ଯ୍ୟାୟ କ୍ରମେ ଚିକିତ୍ସା ନିମନ୍ତେ ଯିବେ ବୋଲି ଜଣାପଡିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories