www.samajalive.in
Monday, December 8, 2025
24.1 C
Bhubaneswar

ପରିକ୍ରମା ଉତ୍ସବ ଉଦ୍‌‌ଯାପିତ

ଚୌଦ୍ୱାର: ଚୌଦ୍ୱାର ସହରାଞ୍ଚଳରେ ଅର୍ପଣ ରଥ ପରିକ୍ରମା ଉତ୍ସବ ଉଦ୍‌‌ଯାପିତ ହୋଇ ଯାଇଛି। ଚୌଦ୍ୱାର ରୂପଯାତ୍ରା ପଡ଼ିଆରେ ଏହି ଉପଲକ୍ଷେ ଆୟୋଜିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଭିନ୍ନ କଳା ଅନୁଷ୍ଠାନର କଳାକାର ମାନେ ଜଗନ୍ନାଥ ଭଜନ, ଜଣାଣ ଓ ସଂଗୀତ ଉପରେ ପର୍ଯ୍ୟବେଷିତ ଚିତ୍ତାକର୍ଷକ ନୃତ୍ୟ ବିଚିତ୍ରା ପରିବେଷଣ କରିଥିଲେ। ବହୁ ସୁନାମଧନ୍ୟ କଣ୍ଠଶିଳ୍ପୀ ଏହି କାର୍ଯ୍ୟକ୍ରମରେ ଭଜନ ପରିବେଷଣ କରିଥିଲେ। ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ପ୍ରସାଦ ସେବନ କରିଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories