www.samajalive.in
Saturday, December 6, 2025
16.1 C
Bhubaneswar

ବାରିପଦା ସହରରେ ଦନ୍ତା ଉତ୍ପାତ

ବାରିପଦା : ବାରିପଦା ଏମ୍‌କେସି ହାଇସ୍କୁଲ ପରିସରରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ବୁଧବାର ହାତୀଟି ସ୍କୁଲ ପରିସରରେ ବୁଲୁଥିବାର ଦେଖିବାକୁ ମିଳିଥିଲା। ଯାହାକୁ ନେଇ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଆତଙ୍କିତ ହୋଇପଡିଥିଲେ। ପରେ ହାତୀଟି ସ୍କୁଲରୁ ବାହାରି ସହରରେ ଆତଙ୍କ ଖେଳାଇଥିଲା । ରାସ୍ତାରେ ଯାଉଥିବା ଲୋକଙ୍କୁ ଆକ୍ରମଣ କରିବା ସହ ଗୋଡାଉଥିବାର ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଥିଲା। ବନ ବିଭାଗର ଉଦ୍ୟମ ପରେ ଶେଷରେ ହାତୀଟି ଜଙ୍ଗଲ ମୁହାଁ ହୋଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories