www.samajalive.in
Monday, December 8, 2025
27.1 C
Bhubaneswar

ଚେକିଂ ବେଳେ ଦୁର୍ଦ୍ଦାନ୍ତ ଅପରାଧୀକୁ ଧରିଲା ପୁଲିସ

ପୁରୀ : ପିପିଲିରେ ଚେକିଂ ବେଳେ ପୁଲିସ ଦୁର୍ଦ୍ଦାନ୍ତ ଅପରାଧୀକୁ ଗିରଫ କରିଛି । ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲ ଜେନାକୁ ଡେଲାଙ୍ଗ ଥାନା ପୁଲିସ୍  ଗିରଫ କରିଛି। ସୁନିଲଠାରୁ ବନ୍ଧୁକ ସହ ଦୁଇଟି ଗୁଳି ମଧ୍ୟ ଜବତ କରାଯାଇଛି। ହାଟଡେଲାଙ୍ଗ କୁଆପଦା ରାସ୍ତାରେ ଚେକିଂ କରାଯାଉଥିବାବେଳେ ସୁନିଲକୁ ଗିରଫ କରାଯାଇଥିବା ସୂଚନା ମିଳିଛି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

Related Articles

Popular Categories