www.samajalive.in
Saturday, December 6, 2025
19.1 C
Bhubaneswar

ଯାଆଁଳା ଶିଶୁଙ୍କୁ ହତ୍ୟା ପଛରେ ମାଆର ସମ୍ପୃକ୍ତି !

ଅନୁଗୁଳ: କୂଅରୁ ଯାଆଁଳା ଶିଶୁଙ୍କ ମୃତଦେହ ଉଦ୍ଧାର ଘଟଣାରେ ସତ୍ୟତା ସାମ୍ନାକୁ ଆସିଛି। ନିଜ ଜନ୍ମ କଲା ମାଆ ହିଁ ନିଜେ ଦୁଇ ଯାଆଁଳା ଶିଶୁଙ୍କୁ ମାରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ମାଆ ତପସ୍ବିନୀ ସାହୁ ନିଜ ଶିଶୁଙ୍କୁ ମାରିଥିବା ନେଇ ସ୍ବୀକାର କରିଥିବା  ମୃତ ଶିଶୁଙ୍କ ବଡ ବାପା କହିଛନ୍ତି। ପରେ ପୁଲିସ ତପସ୍ବିନୀଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି। ସୂଚନା ଅନୁସାରେ ବୁଧବାର ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ମୁଣ୍ତାଢିପ ସାହିରେ ଥିବା ଏକ କୂଅରୁ ଦୁଇ ଯାଆଁଳା ଶିଶୁଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ପୁଲିସ ଏହି ଘଟଣାରେ ଅଧିକ ଛାନଭିନ୍ ଜାରି ରଖିଥିଲା। ଗୁରୁବାର ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ଯାଆଁଳା ଶିଶୁଙ୍କ ମାଆ ଙ୍କୁ ପୁଲିସ ପଚରାଉଚରା କରୁଥିବା ଜଣାପଡିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories