www.samajalive.in
Sunday, December 14, 2025
26.1 C
Bhubaneswar

ଡାହାଣୀ ସନ୍ଦେହରେ ମହିଳାଙ୍କୁ ନୃଶଂସ ହତ୍ୟା

ବାରିପଦା : ଡାହାଣୀ ସନ୍ଦେହରେ ମହିଳାଙ୍କୁ ନୃଶଂସ ଭାବେ ହତ୍ୟା । ଏପରି ଏକ ଅଭାବନୀୟ ଘଟଣା ଝାରପୋଖରିଆ ଥାନା ଅଧୀନ ଲହଣ୍ଡାକୋଚା ଗ୍ରାମରେ ଦେଖିବାକୁ ମିଳିଛି । ବିଳମ୍ବିତ ରାତିରେ ଭାଇ ଓ ପୁତୁରା ମିଶି ମହିଳାଙ୍କୁ ହତ୍ୟା କରିଥିବା ମୃତ ମହିଳାଙ୍କ ସ୍ୱାମୀ ଅଭିଯୋଗ କରିଛନ୍ତି । ମୃତ ମହିଳା ହେଲେ ବୋଲାଇ ମୁର୍ମୁଙ୍କ ସ୍ତ୍ରୀ ମିନତୀ ମୁର୍ମୁ।  ଖବର ପାଇ ଝାରପୋଖରିଆ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories