www.samajalive.in
Sunday, December 7, 2025
13.1 C
Bhubaneswar

ଚାରିଛକରେ ଜିଏସଟି ଚଢ଼ାଉ

ହରଭଙ୍ଗା : ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ସଦରମହକୁମା ଚାରିଛକ ବଜାର ଉପରେ ଥିବା ପ୍ରଶାନ୍ତି ଟ୍ରେଡିଙ୍ଗ କୋରେ ଗୁରୁବାର ସକାଳୁ ସକାଳୁ ଜିଏସଟି ଚଢ଼ାଉ ଚାଲିଥିବା ସୂଚନା ମିଳିଛି। ୫ଜଣିଆ ଟିମ ଦୋକାନ, ଗୋଦାମ, ଅଫିସ ଓ ଘରେ ଚଢ଼ାଉ କରୁଛନ୍ତି। ବହୁ ଦିନପରେ ହଠାତ ଚାରିଛକ ବଜାରରେ ଏଭଳି ଜିଏସଟି ଚଢ଼ାଉ ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି । ଜିଏସଟି ଫାଙ୍କି ବ୍ୟବସାୟ କରୁଥିବାରୁ ଦୁଇ ଘଣ୍ଟାରୁ ଅଧିକ ସମୟ ହେଲା ଚଢ଼ାଉ ଚାଲିଥିବା ଆଲୋଚନା ହେଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories