www.samajalive.in
Sunday, December 7, 2025
26.1 C
Bhubaneswar

ଜାନୁଆରୀ ୨୨ରେ ଅଧାଦିନ ଛୁଟି

ନୂଆଦିଲ୍ଲୀ: ରାମ ମନ୍ଦିର ଉଦ୍‌ଘାଟନ ଉପଲକ୍ଷେ ଅଧାଦିନ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଜାନୁଆରୀ ୨୨ ତାରିଖ ଦିନ ସାରା ଦେଶର ଅଧାଦିନ ଛୁଟି ରହିବ। ଅର୍ଥାତ୍‌ ଜାନୁଆରୀ ୨୨ ଦିନ ଅପରାହ୍ନ ୨ଟା ୩୦ ଯାଏଁ କେନ୍ଦ୍ର ସରକାରଙ୍କ ସମସ୍ତ ଅଫିସ୍ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ସରକାରୀ ଛୁଟି ଘୋଷଣା କରିବାକୁ କେତେକ ରାଜ୍ୟ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ରଖିଥିଲେ।

 

- Advertisement -

 

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories