www.samajalive.in
Sunday, December 14, 2025
16.1 C
Bhubaneswar

ଜର୍ମାନୀରେ ସୂର୍ଯ୍ୟକୁମାରଙ୍କ ସଫଳ ଅସ୍ତ୍ରୋପଚାର

ନୂଆଦିଲ୍ଲୀ: ଭାରତୀୟ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଜର୍ମାନୀର ଏକ ଡାକ୍ତରଖାନାରେ ଅସ୍ତ୍ରୋପଚାର ହୋଇଛି। ସୂର୍ଯ୍ୟକୁମାରଙ୍କ ପେଟର ନିମ୍ନଭାଗରେ ଯନ୍ତ୍ରଣା ଅନୁଭୂତ ହେଉଥିବାରୁ ଏହି ଅ‌େସ୍ତ୍ରାପଚାର କରାଯାଇଛି। ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଥିବା ବେଳେ ସୂର୍ଯ୍ୟକୁମାରଙ୍କ ସମସ୍ୟା ବଢ଼ି ଯାଇଥିଲା। ସୂର୍ଯ୍ୟକୁମାରଙ୍କୁ ଅସ୍ତ୍ରୋପଚାର ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ସାମାଜିକ ଗଣମାଧ୍ୟମରେ ଏକ ବାର୍ତ୍ତା ଛାଡ଼ି ସୂର୍ଯ୍ୟକୁମାର ଅସ୍ତ୍ରୋପଚାର ସମ୍ପର୍କରେ ସୂଚନା ଦେବା ସହ ସେ ଖୁବ୍‌ଶୀଘ୍ର ସୁସ୍ଥ ହୋଇ ଭାରତ ଫେରିବେ ବୋଲି ଦର୍ଶାଇଛନ୍ତି। ୨୦୨୪ ଆଇପିଏଲରେ ସୂର୍ଯ୍ୟକୁମାର ଖେଳିବାର ଆଶା ରହିଛି। ସେହିପରି ଆଗାମୀ ଟି୨୦ ବିଶ୍ବକପ୍‌ରେ ସେ ଭାରତୀୟ କ୍ରିକେଟ୍‌ ଦଳକୁ ପ୍ରତିନିଧିତ୍ବ କରିବା ଏକପ୍ରକାର ନିଶ୍ଚିତ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories