www.samajalive.in
Tuesday, December 9, 2025
23.1 C
Bhubaneswar

ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ବାଲେଶ୍ବର:  ବାଲେଶ୍ୱର ଜିଲ୍ଲା ଜଳେଶ୍ଵରର ପୂର୍ବତନ ବିଧାୟକ ଜୟ ନାରାୟଣ ମହାନ୍ତିଙ୍କ ପରଲୋକ ଘଟିଛି।  କିଛି ଦିନ ପୂର୍ବେ ତାଙ୍କୁ ଅସୁସ୍ଥ ଅବସ୍ଥାରେ ଭୁବନେଶ୍ବର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ​‌ହୋଇଥିଲା। ଶନିବାର ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନ ହେଲା ସେ ବିଭିନ୍ନ ଜଟିଳ ରୋଗରେ ପୀଡିତ ଥିଲେ। ଜୟ ନାରାୟଣ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ । ଜଳେଶ୍ବରରୁ କ୍ରମାଗତ ଭାବେ ଦୁଇ ଥର କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ୨୦୧୯ ମସିହାରେ ବିଜେପିରେ ସାମିଲ ହୋଇଥିଲେ ।  ବାଲେଶ୍ବର ଜିଲ୍ଲା ସମେତ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories