www.samajalive.in
Sunday, December 14, 2025
23.1 C
Bhubaneswar

‘ମୁଁ ଅଯୋଧ୍ୟା ନିଶ୍ଚୟ ଯିବି’-କୌଣସି ଦଳର ଅସୁବିଧା ଥାଏ . . .

ମୁମ୍ବାଇ: ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ବିଜେପି ଏବଂ ଆରଏସଏସର କାର୍ଯ୍ୟକ୍ରମ କହି ବିରୋଧୀ ଦଳ ଏକ ପ୍ରକାର ଆସୁନାହାଁନ୍ତି। ସେହିପରି ଆମ ଆଦମୀ ପାର୍ଟି ମଧ୍ୟ ଏହି ଉତ୍ସବରେ ଯୋଗ ଦେବାକୁ ମନା କରିଛି। ହଲେ ଆମ ଆଦମୀ ପାର୍ଟିର ରାଜ୍ୟସଭା ସାଂସଦ ହରଭଜନ ସିଂହ କିନ୍ତୁ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପଞ୍ଜାବରୁ ରାଜ୍ୟସଭାକୁ ନିର୍ବାଚିତ ହୋଇ କ୍ରିକେଟରୁ ନେତା ହୋଇଥିବା ହରଭଜନ ରାମ ମନ୍ଦିର ପ୍ରତିଷ୍ଠାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି। ଏବଂ କହିଛନ୍ତି ଧର୍ମକୁ ସମ୍ମାନ ଜଣାଉଛି, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିବସରେ ସେ ସାମିଲ ହେବେ। କୌଣସି ଦଳ ଯାଆନ୍ତୁ ନ ଯାଆନ୍ତୁ ତାହା ତାଙ୍କର ନିଷ୍ପତି ହେବ। କିନ୍ତୁ ମୁଁ କାର୍ଯ୍ୟକ୍ରମରେ ସାମିଲ ହେବି ବୋଲି କହିଛନ୍ତି ହରଭଜନ।
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାରେ ମହେନ୍ଦ୍ର ସିଂ ଧୋନି, ସଚିନ ତେନ୍ଦୁଲକର, ବିରାଟ କୋହଲି, ରବିଚନ୍ଦ୍ରନ ଅଶ୍ୱନିଙ୍କ ସମତେ ଅନେକ ଭାରତୀୟ କ୍ରିକେଟର ସାମିଲ ହେବେ ପାଇଁ ନିମନ୍ତ୍ରଣ ପାଇଛନ୍ତି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories