www.samajalive.in
Monday, December 8, 2025
24.1 C
Bhubaneswar

୨୯ରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନକୁ ଆଉ କିଛି ମାସ ବାକି ଥିବାବେଳେ ଜାନୁଆରୀ ୨୯ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ। ଏନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ନିର୍ବାଚନକୁ ଦୃଷ୍ଟିରେ ରଖି ଖଡଗେଙ୍କ ଏହି ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ। ଦଳର ସଭାପତି ହେବା ପରେ ଖଡଗେଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ସଙ୍ଗଠନକୁ ମଜବୁତ କରିବାକୁ ଦଳୀୟ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ଖଡଗେ। ୨୯ରେ ଏକ ଜନସଭାକୁ ସମ୍ବୋଧିତ କରିବେ। କାର୍ଯ୍ୟକ୍ରମରେ ଓଡ଼ିଶାର ସବୁ ଜିଲା ସଭାପତି, ବ୍ଲକ ସଭାପତିଙ୍କ ସହ ୫୦ହଜାର ଲୋକ ଉପସ୍ଥିତ ରହିବେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories