www.samajalive.in
Tuesday, December 9, 2025
16.1 C
Bhubaneswar

ନକ ଆଉଟ କ୍ରିକେଟ ପ୍ରତିଯୋଗିତା

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ନୂଆପଡା ନେତାଜୀ ସୁବାଷ ଚନ୍ଦ୍ର ବୋଷ କ୍ରିକେଟ କ୍ଲବ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ଖେଳ ପଡିଆ ଠାରେ ଆଜି ସ୍ଵର୍ଗତ ନୀଳମଣି ବାଗ ଏବଂ ମୁକେଶ ତାଣ୍ଡି ମେମୋରିଆଲ ସର୍ବ ଭାରତୀୟ ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଗଣ୍ଡା ସମାଜ ସଭାପତି ଚନ୍ଦ୍ରଶେଖର ନାଗ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ କର୍ମଚାରୀ ଉପେନ୍ଦ୍ର ଛତ୍ରିଆ, ସରକାରୀ ଓକିଲ ସତ୍ୟନାରାୟଣ ରାଏ ଉପସ୍ଥିତ ଥିଲେ। ପ୍ରଥମ ଦିନରେ ୩ଟି ମ୍ୟାଚ ହୋଇଥିଲା। ପ୍ରଥମ ମ୍ୟାଚରେ ବଲାଙ୍ଗିର ସାନ (ଭି), ଦ୍ଵିତୀୟ ମ୍ୟାଚରେ କଣ୍ଟାବାଞ୍ଜି ଶେଖର ଇଲେଭେନ ଓ ତୃତୀୟ ମ୍ୟାଚରେ ବଲାଙ୍ଗିର ସାନ (ଭି) ବୀଜୟୀ ହୋଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories