www.samajalive.in
Saturday, December 13, 2025
26.1 C
Bhubaneswar

ପୂଜା କମିଟି ନୂତନ କର୍ମକର୍ତ୍ତା ଚୟନ

ଚୌଦ୍ୱାର: ଚୌଦ୍ୱାର ମହାଜନ ସାହି ପୂଜା କମିଟିର ଏକ ସାଧାରଣ ବୈଠକ ସାହି ରୂପଘର ପରିସରରେ ଅନୁଷ୍ଠିତ ହୋଇ ଯାଇଛି।ହରେକୃଣ୍ଣ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକର ପ୍ରାରମ୍ଭରେ ମିଟିର ପୂର୍ବତନ ସଭାପତି ତୋଫାନୀ ନାୟକଙ୍କ ବିୟୋଗରେ ନିରବ ପ୍ରାର୍ଥନା ସହିତ ତାଙ୍କ ଅମର ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। କମିଟିର ନୂତନ ସଭାପତି ଭାବରେ ସୁନୀଲ କୁମାର ସାହୁଙ୍କୁ ସର୍ବସମ୍ମତି କ୍ରମେ ଚୟନ କରା ଯାଇଥିଲା। କାର୍ଯ୍ୟକାରୀ କମିଟିରେ ଜଗବନ୍ଧୁ ସାହୁ, ଅନାଦି ଅଚ୍ୟୁତ ଲେଙ୍କା,ଜିତେନ୍ଦ୍ର ପରିଡ଼ା, ପ୍ରକାଶ ସ୍ୱାଇଁ, ଅଶୋକ ଲେଙ୍କା, ଜଗନ୍ନାଥ ସାହୁ, ରବୀନ୍ଦ୍ର କୁମାର ସାହୁ, ଅଶୋକ ସାହୁ, ଅଭିମନ୍ୟୁ ନାୟକ, ମାନସ କୁମାର ସାହୁ, ପ୍ରଶାନ୍ତ କୁମାର ସାହୁ ପ୍ରମୁଖ ମୋଟ ୨୧ଜଣ ସଦସ୍ୟଙ୍କୁ ଚୟନ କରାଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories