www.samajalive.in
Saturday, December 6, 2025
23.1 C
Bhubaneswar

୩ ବାଇକ୍ ଆରୋହୀଙ୍କ ଉପରେ ମାଡିଗଲା ଟ୍ରକ୍ , ଡ୍ରାଇଭର୍‌ ଫେରାର୍‌

ଭଦ୍ରକ: ଭଦ୍ରକ ରାଣୀତାଲ ସ୍ଥିତ ଘରୋଇ ଇଞ୍ଜିନିୟରିଂ କଲେଜ ସାମ୍ନାରେ ଅଭାବନୀୟ ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଦୁଇ ଜଣ ଏବଂ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଟ୍ରକ ସହ ଡ୍ରାଇଭର ଫେରାର ହୋଇଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ସ୍ଥଳରେ ଭଦ୍ରକ ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories