www.samajalive.in
Saturday, December 13, 2025
26.1 C
Bhubaneswar

ଟ୍ରକ-ବାଇକ୍ ମୁହାଁମୁହିଁ ଧକ୍କା : ଦୁଇ ବାଇକ୍‌ ଆରୋହୀ ମୃତ

ଜଗତସିଂହପୁର: ଜଗତସିଂହପୁର ରାହାମା ତେରମାଣପୁର ମଠସାହିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍-ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି।  ଜଣେ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। କଟକରୁ ପାରାଦୀପକୁ ବାଇକରେ ଯାଉଥିବାବେଳେ ଏହି ଅଘଟଣ ଘଟିଛି। ପରେ ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories