www.samajalive.in
Saturday, December 13, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ.. ତେମଜେଙ୍ଗ ୱାପଙ୍ଗ ଆଓ ହେଲେ ପବ୍ଲିକ ଏଣ୍ଟରପ୍ରାଇଜେସ ସଚିବ.. ଶ୍ରୀକାନ୍ତ ପୃଷ୍ଟି ଉତ୍ତରାଞ୍ଜଳ ଆରଡିସି..

ରଞ୍ଜନ ଦାସ ହେଲେ କେନ୍ଦ୍ରାଞ୍ଚଳ ଆରଡିସି.. କେନ୍ଦୁଝର ଜିଲାପାଳ ଆଶିଷ ଠାକରେ ହେଲେ ମୟୁରଭଞ୍ଜ ଜିଲାପାଳ..

- Advertisement -

କେ.ସୁଦର୍ଶନ ଚକ୍ରବର୍ତ୍ତି ହେଲେ ଲଘୁ ଖଣିଜ ବିଭାଗ ନିର୍ଦେଶକ.. ମୟୁରଭଞ୍ଜ ଜିଲାପାଳ ବୀନିତ ଭରଦ୍ବାଜ ହେଲେ କଟକ ଜିଲାପାଳ..

ନିଖିଳ ପବନ କଲ୍ୟାଣ ହେଲେ ଗ୍ରାମ୍ୟ ଉନ୍ନୟନ ନିର୍ଦେଶକ.. ବିଜୟ କୁମାର ଦାସ ପୁରୀ ଜିଲାପାଳ..

ପୁରୀ ଜିଲାପାଳ ସମର୍ଥ ବର୍ମା ହେଲେ ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ..

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ.. ୧୪ଟି ପ୍ରସ୍ତାବ ଉପରେ ଲାଗିଛି ମୋହର.. ରାଜ୍ୟରେ କଫି ଚାଷ ବୃଦ୍ଧି ନେଇ ପ୍ରସ୍ତାବକୁ ମଂଜୁରୀ..

ବିଲକିସ ବାନୋ ଗଣଦୁଷ୍କର୍ମ ଘଟଣା.. ଅଦାଲତରେ ଆତ୍ମ ସମର୍ପଣ କଲେ ସମସ୍ତ ୧୧ ଦୋଷୀ..

ରାମଲଲ୍ଲାଙ୍କ ପ୍ରାଣପ୍ରତିଷ୍ଠା ଚାଲିଥିବାବେଳେ ମମତାଙ୍କ ସର୍ବଧର୍ମ ଯାତ୍ରା..

ଦର୍ଶନ ଦେଲେ ମହାପ୍ରଭୁ ଶ୍ରୀରାମ.. ଅଯୋଧ୍ୟାରେ ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ..

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ.. ଭବ୍ୟ ସମାରୋହର ସିଧା ପ୍ରସାରଣ ଦେଖିଲେ ମୁଖ୍ୟମନ୍ତ୍ରୀ..

ଆଗାମୀ ୪ଦିନ ଉତ୍ତର , ଉପକୂଳ ଏବଂ ଦକ୍ଷିଣ ଉପକୂଳବର୍ତ୍ତୀ କିଛି ସ୍ଥାନରେ ବର୍ଷା ସମ୍ଭାବନା..

ଫେବୃଆରୀରେ ବିଭିନ୍ନ ସମସ୍ୟା ନେଇ ହଜାର ହଜାର ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟଙ୍କ ସହ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ମିଳିତ ଆନ୍ଦୋଳନକୁ ଓହ୍ଲାଇବ..

ପାଠ ପଢ଼ିବେ ହାତୀ, ଜନବସତି ମୁହାଁ ବଣୁଆ ହାତୀକୁ ଘଉଡ଼ାଇବେ..

ବାଲୁକା କଳାରେ ନିର୍ମିତ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଆକର୍ଷଣୀୟ ପ୍ରତିକୃତୀ ଏବଂ ରାମ ମନ୍ଦିର ପାଇଁ ବିଶ୍ୱ ରେକର୍ଡ ଅର୍ଜନ କରିଛନ୍ତି ସୁଦର୍ଶନ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories