www.samajalive.in
Sunday, December 7, 2025
14.1 C
Bhubaneswar

ଓଏସ୍‌ଆରଟିସି ବସକୁ ଧକ୍କା ଦେଲା ଘରୋଇ ବସ୍ , ଏକାଧିକ ଆହତ

ଭୁବନେଶ୍ବର: ବାଣୀବିହାର ଓଭର ବ୍ରିଜ୍ ଉପରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।  ଓଏସ୍‌ଆର୍‌ଟିସି ବସକୁ ଏକ ଘରୋଇ ବସ୍ ଧକ୍କା ଦେଇଛି। ଦୁର୍ଘଟଣାରେ ଦୁଇଟି ବସର ଡ୍ରାଇଭର ସମେତ ଏକାଧିକ ଲୋକ ଆହତ ହୋଇଥିବା ସୂଚନା​‌ ମିଳିଛି। ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ବ୍ରେକ୍ ଫେଲ ହେବା ଯୋଗୁଁ ଏଭଳି ଅଘଟଣ ଘଟିଥିବା ଅନୁମାନ କରାଯାଉଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories