www.samajalive.in
Monday, December 8, 2025
27.1 C
Bhubaneswar

କର୍ତ୍ତବ୍ୟ ପଥରେ ଗଡିବ ୨୬ଟି ପ୍ରଜ୍ଞାପନ ମେଢ଼, ଓଡିଶା ସାମିଲ

ଡେସ୍କ: ଚଳିତ ବର୍ଷ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଣତନ୍ତ୍ର ଦିବସ ପ୍ୟାରେଡରେ ମୋଟ ୨୬ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହେବ। ଏଥିମଧ୍ୟରୁ ୧୬ଟି ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ, ମନ୍ତ୍ରଣାଳୟ ଏବଂ ବିଭାଗ ଓ ୧୦ଟି ସଂଗଠନର ପ୍ରଜ୍ଞାପନ ମେଢ଼ ରହିବ।

ବିବାହ ନ କଲେ ବାହାରକୁ ଯିବା ମନା – ମହିଳାଙ୍କ ଉପରେ ତାଲିବାନୀ କଟକଣା

- Advertisement -

ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ମଧ୍ୟରେ ଅରୁଣାଚଳ ପ୍ରଦେଶ, ହରିୟାଣା, ମଣିପୁର, ମଧ୍ୟପ୍ରଦେଶ, ଓଡ଼ିଶା, ଛତିଶଗଡ଼, ରାଜସ୍ଥାନ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ଲଦାଖ, ତାମିଲନାଡୁ, ଗୁଜୁରାଟ, ମେଘାଳୟ, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ଏବଂ ତେଲେଙ୍ଗାନା ରହିଛି।

ଚୀନରେ ଭୀଷଣ ଭୂମିକମ୍ପ: ଦିଲ୍ଲୀରେ ବି ଝଟ୍‌କା

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories