www.samajalive.in
Sunday, December 7, 2025
14.1 C
Bhubaneswar

ଚୌଦ୍ବାରରୁ ୧୦ ଫୁଟର ଅହିରାଜ ସାପ ଉଦ୍ଧାର

କଟକ : ଚୌଦ୍ବାର ମଙ୍ଗରାଜପୁର ଅଞ୍ଚଳରୁ ୧୦ ଫୁଟର ଅହିରାଜ ସାପ ଉଦ୍ଧାର ହୋଇଛି। ସାପଟି ମଙ୍ଗରାଜପୁର ଠାରେ ଜଣଙ୍କ ଘରେ ପଶୀ ଯାଇଥିଲା। ପରିବାର ସଦସ୍ୟ ଅହିରାଜ ସାପଟିକୁ ଦେଖି ସ୍ନେକ ହେଲପ ଲାଇନ ସଦସ୍ୟଙ୍କୁ ଖବର ଦେଇଥିଲେ। ଖବର ପାଇ ସ୍ନେକ ହେଲପ ଲାଇନ ସଦସ୍ୟ ଘଟଣାସ୍ଥଳରେ ପହଞ୍ଚି ଅହିରାଜ ସାପଟିକୁ ଉଦ୍ଧାର କରିଥିଲେ। ସାପଟିକୁ ଉଦ୍ଧାର କରିବା ପାଇଁ ସ୍ନେକ ହେଲପ ଲାଇନ ସଦସ୍ୟଙ୍କ ନାକେଦମ ହେବାକୁ ପଡିଥିଲା। ସାପଟିକୁ ଉଦ୍ଧାର କରିବା ପରେ ଡମଡମଣି ଜଙ୍ଗଲରେ ଛାଡି ଦିଆଯାଇଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories