www.samajalive.in
Wednesday, December 10, 2025
26.1 C
Bhubaneswar

ଇଂଲଣ୍ଡ ବିରୋଧରେ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ ଖେଳିବେ ନାହିଁ ବିରାଟ

ଡେସ୍କ: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ-ବିସିସିଆଇ କହିଛି ଯେ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ବ୍ୟକ୍ତିଗତ କାରଣରୁ ଇଂଲଣ୍ଡ ସହ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚରୁ ଦୂରେଇ ରହିବାକୁ ନିଷ୍ପତ୍ତି ନେଇଛନ୍ତି। କୋହଲିଙ୍କ ସ୍ଥାନରେ ଆଉ ଜଣେ ଖେଳାଳିଙ୍କ ନାମ ଖୁବ ଶୀଘ୍ର ଘୋଷଣା କରାଯିବ ବୋଲି ବୋର୍ଡ କହିଛି।

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚଟି ଟେଷ୍ଟ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚଗୁଡ଼ିକ ମଧ୍ୟରୁ ପ୍ରଥମଟି ଜାନୁଆରୀ ୨୫ରେ ହାଇଦ୍ରାବାଦରେ ଖେଳାଯିବ, ଦ୍ୱିତୀୟଟି ଫେବୃଆରୀ ୨ରେ ବିଶାଖାପାଟନମରେ ଖେଳାଯିବ। ସିରିଜର ପଞ୍ଚମ ତଥା ଅନ୍ତିମ ମ୍ୟାଚ୍ ମାର୍ଚ୍ଚ ୧୧ରେ ଧର୍ମଶାଳାରେ ଅନୁଷ୍ଠିତ ହେବ।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories