www.samajalive.in
Wednesday, December 10, 2025
16.1 C
Bhubaneswar

ଅତଡ଼ା ଧସି ୨ ଶ୍ରମିକ ମୃତ

କେନ୍ଦୁଝର: ଯୋଡ଼ା ଥାନା କମାରଯୋଡ଼ାରେ ଅଘଟଣ। ମାଟି ଅତଡ଼ା ଧସି ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଅଣ୍ଡରଗ୍ରାଉଣ୍ଡ ଡ୍ରେନେଜ ବେଳେ ଧସିଲା ମାଟି। ମୃତ ୨ଜଣ ଶ୍ରମିକ ଯୋଡ଼ା ଅଞ୍ଚଳର ହୋଇଥିବା ସୂଚନା ମିଳିଛି।

Hot this week

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

Related Articles

Popular Categories