www.samajalive.in
Sunday, December 14, 2025
23.1 C
Bhubaneswar

୭୫ତମ ସାଧାରଣତନ୍ତ୍ର ଦିବସ ପରେଡ୍ ପ୍ରସ୍ତୁତି: ଏଥର ଭାଗନେବେ ୬୪ କଣ୍ଟିଜେଣ୍ଟ

ଭୁବନେଶ୍ବର: ଜାନୁଆରୀ ୨୬ରେ ଦେଶ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିବାକୁ ଯାଉଛି। ଏଥିଲାଗି ପ୍ରସ୍ତୁତି ଜୋରସୋରରେ ଚାଲିଛି । ଗାନ୍ଧି ମାର୍ଗରେ ଫୁଲ ଡ୍ରେସ୍ ରିହର୍ସେଲ ହୋଇଛି। ଏଥର ଆଇପିଏସ୍ ଅଫିସର ଏ ବି ଶିଳ୍ପା ପରେଡର ନେତୃତ୍ବ ନେଇଛନ୍ତି । ଏଥର ପରେଡରେ ୬୪ କଣ୍ଟିଜେଣ୍ଟ ଭାଗନେବେ । ଆଇଟିବିପି , ସିଆରପିଏଫ୍, ବିଏସଏଫ୍ , ଫାୟାର୍ , ଓଡ୍ରାଫ୍ , ଓଡିଶା ହୋମଗାର୍ଡ , ସୈନିକ ସ୍କୁଲ ସମେତ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ପରେଡରେ ଭାଗନେବେ। ତାସହ ୪ଟି ସାଂସ୍କୃତିକ ଦଳ ଏହି ରିହର୍ସେଲରେ ସାମିଲ ହୋଇଛନ୍ତି। ପଡୋଶୀ ରାଜ୍ୟ ସହ ଉତ୍ତମ ସମନ୍ବୟ ଏବଂ ଯୋଗସୂତ୍ର ରକ୍ଷା ପାଇଁ ଝାଡଖଣ୍ଡ ପୁଲିସ ପରେଡରେ ଯୋଗଦେବ । ଏଥିପାଇଁ ସମ୍ପୂର୍ଣ୍ଣ ଗାନ୍ଧି ମାର୍ଗ  ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିଛି ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories