www.samajalive.in
Monday, December 15, 2025
24.1 C
Bhubaneswar

ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ରାଷ୍ଟ୍ରପତି

ଡେସ୍କ: ୭୫ତମ ଗଣତନ୍ତ୍ର ଦିବସର ପୂର୍ବ ସନ୍ଧ୍ୟା ଅର୍ଥାତ ଜାନୁଆରୀ ୨୫ ତାରିଖ ସନ୍ଧ୍ୟା ୭ଟା ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ରଖିବେ। ଏହା ଆକାଶବାଣୀର ସମସ୍ତ ଚ୍ୟାନେଲ ଓ ଦୂରଦର୍ଶନର ସମସ୍ତ ଚ୍ୟାନେଲରେ ପ୍ରସାରିତ ହେବ। ପ୍ରଥମେ ହିନ୍ଦୀ ଭାଷା ଓ ଠିକ ପରେ ପରେ ଇଂରାଜୀ ଭାଷାରେ ଏହାର ପ୍ରସାରଣ କରାଯିବ। ଏହି ଉଦବୋଧନର ଆଞ୍ଚଳିକ ଭାଷାନ୍ତର ସେହିଦିନ ରାତି ୯.୩୦ ମିନିଟରେ ପ୍ରସାରଣ କରାଯିବ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories