www.samajalive.in
Monday, December 15, 2025
27.1 C
Bhubaneswar

ଫେବ୍ରୁଆରୀ ୩ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର : ଫେବ୍ରୁଆରୀ ୩ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ଗୁରୁବାର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରଧାନମନ୍ତ୍ରୀଙ୍କ ଆଇଆଇଏମ୍‌‌ ସମ୍ବଲପୁର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories