www.samajalive.in
Wednesday, December 10, 2025
15.1 C
Bhubaneswar

ଚୋରିରୁ ପିଟାପିଟି: ଜଣେ ଗୁରୁତର, ରାସ୍ତାରୋକ

ବାଲେଶ୍ବର: ଗାଡ଼ି ଚୋରିକୁ ନେଇ ଦୁଇ ଗାଁର ଯୁବକ ପିଟାପିଟି ହୋଇଥିବା ସୂଚନା ମିଳିିଛି। ସୁଲୁପଟା ଓ ଶିଳିବା ଗାଁର ଦୁଇ ଗୋଷ୍ଠୀର ଯୁବକଙ୍କ ମଧ୍ୟରେ ପିଟାପିଟି ହୋଇଛନ୍ତି। ଏହି ଘଟଣାରେ ସୁଲୁପଟାର ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡ଼ିଛି। ଘଟଣାକୁ ନେଇ ସୁଲୁପଟା ଗାଁ ଲୋକଙ୍କ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories