www.samajalive.in
Sunday, December 14, 2025
15.1 C
Bhubaneswar

ଗଞ୍ଜେଇ ଜବତ, ଜଣେ ଗିରଫ

ପାଟଣା : ପାଟଣା ଅବକାରୀ ବିଭାଗ ତରଫରୁ ସାହାରପଡା ବ୍ଲକ ଅନ୍ତର୍ଗତ ଦୁବେଇପେଣ୍ଠ ଗ୍ରାମରେ ଚଢ଼ାଉ ସମୟରେ ୧ କେଜି ୩ ଶହ ଗ୍ରାମ ଗଞ୍ଜେଇ ଜବଦ କରାଯାଇଛି। ଏହି ଗଞ୍ଜେଇକୁ ରଖି ବ୍ୟବସାୟ କରୁଥିବା ଅଭିଯୋଗରେ ଦୁବେଇପେଣ୍ଠ ଗ୍ରାମର ଭରଦ୍ବାଜ ଖଟୁଆ ନାମକ ଜଣେ ଯୁବକକୁ ଅବକାରୀ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଥିବା ଅବକାରୀ ଥାନାଧିକାରୀ ପ୍ରିୟମ୍ବଦା ଓଝା ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories