www.samajalive.in
Monday, December 15, 2025
16.1 C
Bhubaneswar

ବେଦାନ୍ତ ଲିମିଟେଡ ପରିସରରେ ମେଗା ରକ୍ତଦାନ ଶିବିର

ଲାଞ୍ଜିଗଡ: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡସ୍ଥିତ ବେଦାନ୍ତ ଲିମିଟେଡ ପ୍ଲାଣ୍ଟ ପରିସରରେ ଏକ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ବେଦାନ୍ତ ଲିମିଟେଡ ସିଇଓ ପ୍ରଣବ ଭଟ୍ଟାଚାର୍ଯ୍ୟ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ମୁଖ୍ୟ ବିତ୍ତୀୟ ଅଧିକାରୀ ସୁରେଶ କୁମାର, ମୁଖ୍ୟ ଚିକିତ୍ସାଧିକାରୀ ଡା. ଅକ୍ଷୟ କୁମାର ସାହୁ, ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ଡା. ଅମିତ କୁମାର, ଡା. ଉପାସନା ମିଶ୍ର, ଡା. ପବନ କୁମାର, ଧର୍ମେନ୍ଦ୍ର ସାହୁ, ଆଶିଷ ସ୍ୱାଇଁ, କେଦାରନାଥ ଜେନା, ସୁମନ ସାହୁ ପ୍ରମୁଖ ଯୋଗ ଦେଇ ଶିବିରର ଉଦଘାଟନ କରିଥିଲେ। ଏହି ଅବସରରେ ୧୮୫ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories