www.samajalive.in
Wednesday, December 10, 2025
26.1 C
Bhubaneswar

ଅଟୋ ଓ ୨ ବାଇକକୁ ଧକ୍କା ଦେଲା କାର: ୩ ମୃତ, ୧୩ ଗୁରୁତର

ଜୟପୁର: ଅଟୋ ଓ ୨ ବାଇକକୁ ଏକ କାର ଧକ୍କା ଦେବାରୁ  ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବୋରିଗୁମ୍ମା ଥାନା ବିଜାପୁରରେ ମର୍ମନ୍ତୁଦ ସିରିଜ ଦୁର୍ଘଟଣା ଘଟିଛି। ଏକ କାର ଗୋଟିଏ ଅଟୋ ଓ ଦୁଇଟି ବାଇକକୁ କ୍ରମାଗତ ଭାବେ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣ ମହିଳାଙ୍କ ସମେତ ୩ଜଣଙ୍କ ମୃତ ହୋଇଥିଲା ଏବଂ ୧୩ଜଣ ଗୁରୁତର ହୋଇଥିଲେ। ୧୩ ଗୁରୁତରଙ୍କୁ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୪ ଜଣ ଅବସ୍ଥା ଅଧିକ ଗୁରୁତର ରହିବାରୁ ସେମାନଙ୍କୁ କୋରାପୁଟ ମେଡ଼ିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories