www.samajalive.in
Wednesday, December 10, 2025
16.1 C
Bhubaneswar

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ବର: କୋରାପୁଟ ଜିଲା ବୋରିଗୁମ୍ମା ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Hot this week

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

Related Articles

Popular Categories