www.samajalive.in
Saturday, December 6, 2025
26.1 C
Bhubaneswar

ସମଲେଇ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବରେ ଏହାର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବି ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ମାଆ ସମଲେଶ୍ବରୀଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ସହ ବ୍ୟାଟେରି ଗାଡ଼ିରେ ବସି ସମ୍ପୂର୍ଣ୍ଣ ସମଲେଶ୍ୱରୀ ପ୍ରକଳ୍ପ ବୁଲି ଦେଖିଛନ୍ତି। ଏହାସହ ପରିକ୍ରମା ପ୍ରକଳ୍ପ ମାର୍ଗ ମଧ୍ୟ ପ୍ରଦକ୍ଷିଣ କରିଛନ୍ତି। ପୁନରୁଦ୍ଧାର ପୋଖରୀ ଅଞ୍ଚଳ ବୁଲି ଦେଖିବା ସହ ମିଶନ ଶକ୍ତି କାଫେରେ ଏସଏଚଜି ମାଆ ମାନଙ୍କ ସହ କଥା ହୋଇଛନ୍ତି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories