www.samajalive.in
Friday, December 12, 2025
23.1 C
Bhubaneswar

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉଦଯାପିତ

ପାଟଣା: ସାହାରପଡା ବ୍ଲକ ଅନ୍ତର୍ଗତ ଉଦୟପୁର ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟରେ ତିନ ଦିନ ଧରି ଚାଲିଥିବା ନୂଆ ଓ କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇ ଯାଇଛି। ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ସନାତନ ପଲେଇ ଅଧ୍ୟକ୍ଷତାରେ ଏକ ସଭାର ଆୟୋଜନ କରାଯାଇ ବିଶ୍ୱ ଓଡ଼ିଆ ସମ୍ମିଳନୀରେ ଭାଗନେଇ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନିଶାକର ମହାନ୍ତ ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ସାମ୍ବାଦିକ କେଦାର ନାଥ ଆରୁକ ଓ ସମ୍ମାନିତ ଅତିଥି ଅବସରପ୍ରାପ୍ତ କର୍ମଚାରୀ ହଳଧର ମହାନ୍ତ ପ୍ରମୁଖ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ ଓଡ଼ିଆ ଭାଷାକୁ ଆଜି ପର୍ଯ୍ୟନ୍ତ କିପରି ବଞ୍ଚାଇ ରଖାଯାଇଛି ତାର ଅତୀତ ଓ ବର୍ତମାନ ସମ୍ୱନ୍ଧରେ କହିଥିଲେ।

Hot this week

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା...

ଶୁକ୍ର ଗୋଚର: ବର୍ଷ ଶେଷରେ ଏହି ରାଶିଙ୍କ କ୍ୟାରିଅର, ରୋଜଗାର ହେବ ଦ୍ୱିଗୁଣିତ

ସମାଜ ଡିଜିଟାଲ ଡେସ୍କ: ୨୦ ଡିସେମ୍ବର ଶନିବାର ଦିନ ଶୁକ୍ର ଧନୁ...

Related Articles

Popular Categories