www.samajalive.in
Monday, December 8, 2025
27.1 C
Bhubaneswar

ନୂଆ ପୁଲିସ କମିଶନର ହେଲେ ସଞ୍ଜୀବ ପଣ୍ଡା

ଭୁବନେଶ୍ୱର: କଟକ-ଭୁବେନଶ୍ୱର ଦ୍ୱୈତନଗରୀର ନୂଆ ପୁଲିସ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି ସଞ୍ଜୀବ ପଣ୍ଡା । ସୋମବାର ପୁଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ସଞ୍ଜୀବ ପଣ୍ଡା ଗାର୍ଡ ଅଫ ଅନର ଦିଆଯାଇଛି । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୯୪ ବ୍ୟାଚର ଓଡ଼ିଶା ଆଇପିଏସ ଅଧିକାରୀ ହେଉଛନ୍ତି ସଞ୍ଜୀବ ପଣ୍ଡା । ପୁଲିସ କମିଶନର ଭାବେ ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୁଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଭାବେ ଦାୟିିତ୍ୱରେ ରହିଥିଲେ । ପୂର୍ବରୁ ସଞ୍ଜିବ ପଣ୍ଡା ପୁରୀ ଏସପି, ଆଇଜି ପର୍ସନାଲ, ଆଇଜି ଓଏସଏପି, ଏଡିଜି କ୍ରାଇମବ୍ରାଞ୍ଚ ଓ ପରିବହନ କମିଶନର ଭାବେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହି ଦାୟିତ୍ୱ ନିର୍ବାହ କରିଛନ୍ତି ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories