www.samajalive.in
Friday, December 5, 2025
27.1 C
Bhubaneswar

ବିସ୍କୁଟ୍‌‌ ପାଇଁ ଯାଉଥିଲେ ଦଶମ ଶ୍ରେଣୀ ଛାତ୍ର,ଗଳା କାଟି ଫେରାର ଦୁର୍ବୃତ୍ତ

ଆଠଗଡ : ଦଶମ ଶ୍ରେଣୀ ଛାତ୍ରଙ୍କ ଗଳା କାଟି ଦୁର୍ବୃତ୍ତ ଫେରାର୍‌‌ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା କୁଲେଇଲୋ ଗାଁରେ ସୋମବାର ଘଟିଛି। ଉକ୍ତ ଛାତ୍ର ଜଣଙ୍କ ବିସ୍କୁଟ ପାଇଁ ଦୋକାନକୁ ଯାଉଥିବା ବେଳେ ଏହି ଆକ୍ରମଣ ହୋଇଛି। ୨ ଜଣ ଦୁର୍ବୃତ୍ତ ବାଇକ୍‌‌ରେ ଆସି ଛୁରିରେ ଗଳା କାଟି ଫେରାର ହୋଇ ଯାଇଛନ୍ତି। ପ୍ରାଥମିକ ଚିକିତ୍ସା ପରେ ଛାତ୍ରଙ୍କ ପରିବାର ଥାନାରେ ଏନେଇ ଏତଲା ଦେଇଛନ୍ତି। ଛାତ୍ରଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ କେଉଁ କାରଣରୁ ତାଙ୍କ ଉପରେ ଏହି ଆକ୍ରମଣ ହୋଇଛି ତାହା ମଧ୍ୟ ଜଣାପଡି ନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories