www.samajalive.in
Friday, December 12, 2025
16.1 C
Bhubaneswar

ସାଧାରଣତନ୍ତ୍ର ଦିବସ ପରେଡ: ଶ୍ରେଷ୍ଠ ହେଲା ଓଡ଼ିଶା ପ୍ରଜ୍ଞାପନ ମେଢ

ଭୁବନେଶ୍ବର : ପ୍ରଥମ ସ୍ଥାନ ହାସଲ କଲା ଓଡ଼ିଶା ପ୍ରଜ୍ଞାପନ ମେଢ । ସାଧାରଣତନ୍ତ୍ର ଦିବସ ପରେଡରେ ଓଡ଼ିଶାର ପ୍ରଜ୍ଞାପନ ମେଢ ଶ୍ରେଷ୍ଠ ବୋଲି ଘୋଷଣା ହୋଇଛି । ବିଚାରକମଣ୍ଡଳୀ ଦ୍ବାରା ଓଡ଼ିଶାର ପ୍ରଜ୍ଞାପନ ମେଢକୁ ପ୍ରଥମ ସ୍ଥାନ ପ୍ରଦାନ କରାଯାଇଛି । ପ୍ରଜ୍ଞାପନ ମେଢରେ ଗୁଜରାଟ ଦ୍ବିତୀୟ ସ୍ଥାନରେ ଥିବାବେଳେ ତାମିଲନାଡୁ ତୃତୀୟ ସ୍ଥାନରେ ରହିଛି । କହିରଖୁଛୁ ନାରୀ ସଶକ୍ତିକରଣକୁ ନେଇ ଓଡ଼ିଶାର ପ୍ରଜ୍ଞାପନ ମେଢ ପ୍ରସ୍ତୁତ ହୋଇଥିଲା । ନୂଆଦିଲ୍ଲୀରେ ସାଧାରଣତନ୍ତ୍ର ଦିବସ ଅବସରରେ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଜ୍ଞାପନ ମେଢ ସାମିଲ ହୋଇଥିଲା ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories