www.samajalive.in
Monday, December 15, 2025
24.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବଲାଙ୍ଗୀର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରଙ୍କୁ ନିସ୍ତୁକ ମାଡ ..

ଚିକିତ୍ସା ଅବହେଳାରୁ ରୋଗୀର ମୃତ୍ୟୁ ହୋଇଥିବା ଅଭିଯୋଗ..

- Advertisement -

ନବରଙ୍ଗପୁର-ଜୟପୁର ରେଳ ପ୍ରକଳ୍ପ ଲାଗି ଜମି ଅଧିଗ୍ରହଣ ବିଳମ୍ବର ପ୍ରତିବାଦ..

ମଙ୍ଗଳବାର ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ନବରଙ୍ଗପୁର ଜିଲ୍ଲା ବନ୍ଦ ଡାକରା..

ମଙ୍ଗଳବାର ମହାତ୍ମାଗାନ୍ଧୀଙ୍କ ୭୬ତମ ପୁଣ୍ୟତିଥି..

ଦିଲ୍ଲୀ ରାଜଘାଟରେ ମହାତ୍ମାଗାନ୍ଧୀଙ୍କ ସମାଧି ପୀଠରେ ସ୍ବତନ୍ତ୍ର ଆୟୋଜନ..

ସାରା ରାଜ୍ୟକୁ ଥରାଉଛି ଜାଡ: ଶୀତ ସାଙ୍ଗକୁ କଲବଲ କରୁଛି ଘନ କୁହୁଡି ..

୩୧ରୁ ପଶ୍ଚିମା ଝଡ ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା..

ପୁରୀ ପରେ ଗଞ୍ଜାମ ସୁନାପୁର ବିଚ୍‌କୁ ମିଳିଲା ସମ୍ମାନଜନକ ବ୍ଲୁ ଫ୍ଲାଗ୍‌ ବିଚ୍‌ ର ମାନ୍ୟତା..

ନୀଳଗିରିରେ ହୃଦଘାତ ଯୋଗୁଁ ଚଳନ୍ତା ବସ୍ ଡ୍ରାଇଭରଙ୍କ ମୃତ୍ୟୁ : ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ..

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜିଲ୍ଲା ଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍..

ଓଇଆରସିରେ ବିଦ୍ୟୁତ୍ ଦର ସଂଶୋଧନ ନେଇ ମଙ୍ଗଳବାରଠାରୁ ଶୁଣାଣି..

ମହାନଦୀ ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା: ୩ ଘଣ୍ଟା ପରେ ଉଦ୍ଧାର ହେଲେ ଯାତ୍ରୀ..

ବରମୁଣ୍ଡା ବସ୍ ଟର୍ମିନାଲର ସମୀକ୍ଷା : ନିର୍ମାଣ କାର୍ଯ୍ୟ ବୁଲି ଦେଖିଲେ ଫାଇଭ୍-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍..

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories