www.samajalive.in
Friday, December 12, 2025
16.1 C
Bhubaneswar

ଝାଡ଼ଖଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡାକଡି – ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କଲେ ରାଜ୍ୟପାଳ

ଡେସ୍କ: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ ପରେ ରାଜ୍ୟପାଳ ସି ପି ରାଧାକୃଷ୍ଣନ ଆଜି ବରିଷ୍ଠ ସରକାରୀ ଅଧିକାରୀମାନଙ୍କ ସହ ସୁରକ୍ଷା ବ୍ୟବସ୍ଥା ଉପରେ ଆଲୋଚନା କରିଛନ୍ତି। ରାଜ୍ୟପାଳ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପୁଲିସ ଡ଼ିଜିଙ୍କ ସହ ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ନେଇ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବାକୁ କହିଛନ୍ତି।

ହିନ୍ଦୁ-ମୁସଲମାନ ଦମ୍ପତିଙ୍କୁ ସୁରକ୍ଷା ଦେବାକୁ ମନା କଲେ ଆହ୍ଲାବାଦ ହାଇକୋର୍ଟ

- Advertisement -

ସୂଚନା ଅନୁଯାୟୀ, ରାଜ୍ୟରେ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଅତିରିକ୍ତ ୭ ହଜାର ପୁଲିସ ମୁତୟନ କରାଯାଇଛି। ରାଞ୍ଚି, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ରାଜ୍ୟପାଳ ଭବନ ଓ ଇଡି କାର୍ଯ୍ୟାଳୟ କ୍ଷେତ୍ରରେ ସକାଳ ୧୦ରୁ ରାତି ୧୦ଟା ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

ଘରର ଚଉଡା ମାତ୍ର ୧ ମିଟର: ଭିଡିଓ ଦେଖିଲେ ବିଶ୍ବାସ କରିହେବନି…

ମିଳିଥିବା ସୂଚନା ମୁତାବକ, ଇଡି ମୁଖ୍ୟମନ୍ତ୍ରୀ ସୋରେନଙ୍କ ଦିଲ୍ଲୀ ବାସଭବନରୁ ୩୬ ଲକ୍ଷ ଟଙ୍କା, ଗୋଟିଏ ଏସ୍ୟୁଭି ଓ କେତେକ ସନ୍ଦେହଜନକ ଦସ୍ତାବିଜ ପାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories