www.samajalive.in
Tuesday, December 9, 2025
17.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଓଡିଶା ପ୍ରଜ୍ଞାପନ ମେଢ ଶ୍ରେଷ୍ଠ ବିବେଚିତ ; ଏହା ଅତ୍ୟନ୍ତ ଗୌରବର ବିଷୟ- ମୁଖ୍ୟମନ୍ତ୍ରୀ..

ଦେଶର ଗୋପନୀୟ ତଥ୍ୟ ଲିକ୍‌ କରିବା ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲ୍‌..

- Advertisement -

ଜେଲ ଦଣ୍ଡାଦେଶ ଶୁଣାଇଲେ ପାକିସ୍ତାନର ସ୍ବତନ୍ତ୍ର କୋର୍ଟ..

ଝାଡ଼ଖଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡାକଡି – ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କଲେ ରାଜ୍ୟପାଳ..

ଚଣ୍ଡୀଗଡ଼ ମେୟର ନିର୍ବାଚନ: ଇଣ୍ଡିଆ ମେଣ୍ଟକୁ ଝଟକା, ଜିତିଲା ବିଜେପି..

ବିଜେପି ନେତା ରଣଜିତ୍‍ ଶ୍ରୀନିବାସଙ୍କୁ ହତ୍ୟା ମାମଲାରେ କେରଳ କୋର୍ଟଙ୍କ  ବଡ ରାୟ..

ପିଏଫଆଇର ୧୫ଜଣ ସଦସ୍ୟଙ୍କୁ ମୃତ୍ୟୁ ଦଣ୍ଡାଦେଶ..

ମଙ୍ଗଳବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୬ତମ ତିରୋଧାନ ଦିବସ..

ଏହି ଅବସରରେ ସାରା ଦେଶ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛି..

ସକାଳୁ ସକାଳୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ନେତାମାନେ ରାଜଘାଟରେ ଗାନ୍ଧିଜୀଙ୍କ ସ୍ମୃତିଚାରଣ ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ..

ସାରା ରାଜ୍ୟକୁ ଥରାଉଛି ଜାଡ: ଶୀତ ସାଙ୍ଗକୁ କଲବଲ କରୁଛି ଘନ କୁହୁଡି ..

୩୧ରୁ ପଶ୍ଚିମା ଝଡ ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories