www.samajalive.in
Monday, December 8, 2025
17.1 C
Bhubaneswar

ଛତିଶଗଡ଼ରେ ମାଓ ଆକ୍ରମଣ – ୩ ଯବାନ ସହିଦ, ୧୪ ଗୁରୁତର

ଡେସ୍କ: ଛତିଶଗଡ଼ରେ ମାଓବାଦୀଙ୍କ ଆକ୍ରମଣରେ ୩ ଜଣ ଯବାନ ସହିଦ ହୋଇଥିବା ସୂଚନା ମିଳିଛି। ଏହି ଆକ୍ରମଣରେ ୧୪ ଜଣ ଯବାନ ଗୁରୁତର ଆହତ ହୋଇଥିବା ପ୍ରାଥମିକ ଭାବେ ଜଣାପଡିଛି। ମାଓବାଦୀ ମାନେ ଯବାନ ମାନେ ରହୁଥିବା କ୍ୟାମ୍ପ ଉପରେ ଆକ୍ରମଣ କରିଛନ୍ତି। ସୁକୁମା- ବିଜାପୁର ସୀମାରେ ଥିବା ଏହି କ୍ୟାମ୍ପ ଉପରେ ମାଓବାଦୀ ମାନେ ଅତର୍କିତ ଭାବେ ଆକ୍ରମଣ କରିଥିବା କୁହାଯାଇଛି।

୯ ଲକ୍ଷ ପଦବୀ ଖାଲି, ବେକାର ବୁଲୁଛନ୍ତି ଯୁବଗୋଷ୍ଠୀ – ଯୁବ କଂଗ୍ରେସ ମୁଖ୍ୟ

- Advertisement -

ସୂଚନା ଅନୁଯାୟୀ, ଆଜି ନୂଆ କ୍ୟାମ୍ପ ପ୍ରତିଷ୍ଠା ପାଇଁ ଯବାନ ମାନେ ଯାଉଥିବା ବେଳେ ମାଓବାଦୀ ମାନେ ଆମ୍ବୁଶ କରି ଆକ୍ରମଣ କରିଥିଲେ। ପ୍ରାୟ ୨ ଘଣ୍ଟା ଧରି ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଆକ୍ରମଣରେ ଗୁରୁତର ଆହତ ୧୪ ଜଣଙ୍କୁ ହେଲିକପ୍ଟର ଯୋଗେ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories