www.samajalive.in
Wednesday, December 10, 2025
15.1 C
Bhubaneswar

ଜାଗମରା ଅଞ୍ଚରେ ବୁଲିଲା ଖଣ୍ଡା ଓ ଭୁଜାଲି, ଖଣ୍ଡଗିରି ପୁଲିସର ଛାନଭିନ

ଭୁବନେଶ୍ବର: ରାଜଧାନୀର ଜାଗମରା ରୋଡରେ ବୁଲିଲା ଖଣ୍ଡା ଓ ଭୁଜାଲି। ଖଣ୍ଡା ଓ ଭୁଜାଲି ଆକ୍ରମଣରେ ୪ଜଣ ଆହତ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଖଣ୍ଡଗିରି ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି।

ସୂଚନା ଅନୁଯାୟୀ ଜାଗମରା ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠ ମଧ୍ୟରେ ସଂଘର୍ଷ ଦେଖାଦେଇଥିଲା। ଗୋଟିଏ ଗୋଷ୍ଠୀର ଯୁବକ ଅନ୍ୟ ଏକ ଗୋଷ୍ଠୀର ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡା ଓ ଭୁଜାଲିରେ ଆକ୍ରମଣ କରିଥିଲେ। ଫଳରେ ଏୟାରପୋର୍ଟର ନୂଆ ରୋଡ ରଣକ୍ଷେତ୍ର ପାଲଟି ଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ଖଣ୍ଡଗିରି ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ତଦନ୍ତ ଆରମ୍ଭ କରିଛି। କିଛି ଯୁବକକୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡ଼ିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories