www.samajalive.in
Friday, December 5, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବୁଧବାରଠାରୁ ସଂସଦର ବଜେଟ୍ ଅଧିବେଶନ..

ଗୁରୁବାର ବଜେଟ୍ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ..

- Advertisement -

ସଂସଦର ନୂଆ ଭବନରେ ନୂଆ ଭାରତର ଝଲକ୍‌‌..

ସଂସଦର ବଜେଟ୍‌‌ ଅଧିବେଶନ ଆରମ୍ଭ.. ରାଷ୍ଟ୍ରପତିଙ୍କ ଅଭିଭାଷଣ.. ଶ୍ରେଷ୍ଠ ଭାରତ ସଂକଳ୍ପ ପାଇଁ ଆହ୍ୱାନ-ରାଷ୍ଟ୍ରପତି..

ସାରା ରାଜ୍ୟକୁ ଥରାଉଛି ଜାଡ : ବିଭିନ୍ନ ଜିଲ୍ଲାକୁ ଘନ କୁହୁୂଡି ନେଇ ଆଲର୍ଟ..

ପଶ୍ଚିମା ଝଡ ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା..

ବୁଧବାର ମହାପ୍ରଭୂଙ୍କର ବନକଲାଗି ନୀତି : ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ..

ଦଶପଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ ଧକ୍କାରେ ଜଣେ କବାଡିଆ ମୃତ, ଜଣେ ଗୁରୁତର..

ବିମାନରେ ଅଚାନକ ବିଗିଡିଗଲା ସ୍ଵାସ୍ଥ୍ୟବସ୍ଥା, ICUରେ ଭର୍ତ୍ତି ହେଲେ କ୍ରିକେଟର୍ ମୟଙ୍କ ଅଗ୍ରୱାଲ..

କୁହୁଡି ବଳୟରେ ଦିଲ୍ଲୀ: ବିମାନ ଓ ଟ୍ରେନ୍ ସେବା ବାଧାପ୍ରାପ୍ତ..

ଛତିଶଗଡରେ ଆହତ ଯବାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ..

ମେଡିକାଲରେ ପହଞ୍ଚିି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ..

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories