www.samajalive.in
Monday, December 8, 2025
20.1 C
Bhubaneswar

ସ୍କର୍ପିଓ ଧକ୍କାରେ ୨ ମୃତ

ଦେବଗଡ : ସ୍କର୍ପିଓ ଧକ୍କାରେ ସ୍କୁଟିରେ ଯାଉଥିବା ସ୍ୱାମୀ ଓ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି । ବାରକୋଟ ଥାନା ବମ୍ପରଡା ନିକଟ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଏହି ମର୍ମନ୍ତୁଦ ଦୂର୍ଘଟଣା ଘଟିଛି।  ସ୍ୱାମୀ ଓ ସ୍ତ୍ରୀ ପାଲଲହଡା ପଟୁ ନିଜ ଘରକୁ ସ୍କୁଟିରେ ଫେରୁଥିବା ବେଳେ ପଛପଟୁ ସ୍କର୍ପିଓ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଝରବାହାଳ ଗ୍ରାମର ହୃଦାନନ୍ଦ ବେହେରା ଓ ତାଙ୍କ ସ୍ତ୍ରୀର ମୃତ୍ୟୁ ଘଟିଛି ।

ବାରକୋଟ ଡାକ୍ତରଖାନାରେ ଉଭୟ ସ୍ୱାମୀ ଓ ସ୍ତ୍ରୀ’ର ଡାକ୍ତର ମୃତ ଘୋଷଣା କରାଯାଇଛି। ଦୁର୍ଘଟଣାଗ୍ରସ୍ତ ସ୍କର୍ପିଓ ଚାଳକଙ୍କୁ ପୁଲିସ ଅଟକ ରଖିଛି  ତଦନ୍ତ ଆରମ୍ଭ କରିଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories