www.samajalive.in
Saturday, December 13, 2025
21.1 C
Bhubaneswar

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାମରେ ଚାର୍ଜଫ୍ରେମ ଦାଖଲ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜ ଫ୍ରେମ ହୋଇଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାର୍ଜ ଫ୍ରେମ ଦାଖଲ କରାଯାଇଛି। ସେହିପରି ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀଙ୍କ ନାମରେ ମଧ୍ୟ ଚାର୍ଜ ଫ୍ରେମ ଦାଖଲ କରାଯାଇଛି। ସ୍ପୋଶାଲ ଜଜ ଓ ସ୍ପେଶାଲ କୋର୍ଟରେ ଉଭୟଙ୍କ ନାମରେ ​‌ଚାର୍ଜଫ୍ରେମ ଦାଖଲ ହୋଇଛି। ଗତବର୍ଷ ଭିଜିଲାନ୍ସ ପକ୍ଷରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବଂ ତାଙ୍କ ସ୍ତ୍ରୀଙ୍କ ନାମରେ ଚାର୍ଜସିଟ ଦାଖଲ ହୋଇଥିଲା।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories