www.samajalive.in
Monday, December 8, 2025
27.1 C
Bhubaneswar

ବଢ଼ିଲା ମାହାଙ୍ଗା ବିଧାୟକଙ୍କ ଅନ୍ତରୀଣ ସୁରକ୍ଷା

ଡେସ୍କ: ହାଇକୋର୍ଟ ଆଜି ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି କରିଛନ୍ତି। ଏହି ସୁରକ୍ଷା ମିଆଦ ଫେବୃଆରୀ ୧୩ ଯାଏଁ ବୃଦ୍ଧି କରିଛନ୍ତି ହାଇକୋର୍ଟ। ଫଳରେ ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ହେବ ନାହିଁ। ପୂର୍ବରୁ ଗତବର୍ଷ ଡିସେମ୍ବର ୧୯ରେ ହାଇକୋର୍ଟ ଏହି ଅବଧି ଚଳିତ ବର୍ଷ ଜାନୁଆରୀ ୧୭ ଯାଏଁ ବୃଦ୍ଧି କରିଥିଲେ।

ପୂର୍ବରୁ ସାଲେପୁର ଜୁଡିସିଆଲ ମାଜିଷ୍ଟ୍ରେଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ପୂର୍ବତନ ଆଇନ ମନ୍ତ୍ରୀଙ୍କ ଆବେଦନକୁ ଜାନୁଆରୀ ୧୭ ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲେ। ପରବର୍ତ୍ତୀ ଶୁଣାଣି ତାରିଖ ପର୍ଯ୍ୟନ୍ତ ଶ୍ରୀ ଜେନାଙ୍କ ବିରୋଧରେ କୌଣସି ବାଧ୍ୟତାମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ।

- Advertisement -

ସୂଚନାଯୋଗ୍ୟ, ବିଧାୟକ ଶ୍ରୀ ଜେନା ତାଙ୍କ ଆବେଦନପତ୍ରରେ ନ୍ୟାୟିକ ମାଜିଷ୍ଟ୍ରେଟଙ୍କ ଆଦେଶର ବୈଧତାକୁ ଚ୍ୟାଲେଞ୍ଜ କରିଛନ୍ତି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories