www.samajalive.in
Wednesday, December 10, 2025
26.1 C
Bhubaneswar

ରାଇରଙ୍ଗପୁରରେ ବନ୍ଦ ପାଳନ

ମୟୂରଭଞ୍ଜ: ଶୁକ୍ରବାର ରାଇରଙ୍ଗପୁର ବନ୍ଦ। ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରନଙ୍କୁ ଗିରଫ ପ୍ରତିବାଦରେ ଜେଏମଏମ ପାର୍ଟି ପକ୍ଷରୁ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ଦୋକାନ ବଜାର ବନ୍ଦ ରହିଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ। ମୟୂରଭଞ୍ଜ ଜିଲା ବନ୍ଦ ଡାକରା ଦିଆଯାଇଥିଲେ ବି ଜିଲାର ଅନ୍ୟ ସ୍ଥାନରେ ବିଶେଷ ପ୍ରଭାବ ପଡିନାହିଁ।

 

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories