www.samajalive.in
Tuesday, December 9, 2025
15.1 C
Bhubaneswar

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ

ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକ ଦଳ ନେତା ଚମ୍ପାଇ ସୋରେନ ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶୁକ୍ରବାର ରାଜଭବନରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହା ବ୍ୟତୀତ କଂଗ୍ରେସ ଦଳର ଆଲମଗୀର ଆଲମ ଏବଂ ଆରଜେଡିର ସତ୍ୟାନନ୍ଦ ଭୋକ୍ତା ମଧ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚମ୍ପାଇ ସୋରେନଙ୍କୁ ଗୁରୁବାର ରାଜ୍ୟପାଳ ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ କରିଥିଲେ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories